Acts 8:39 — Compare Translations

7 translations compared side by side

Odia - 1840
"ସମାନେେ ଦୁ ହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନଇଗେଲେ। ନଫୁସକ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ। ସେ ଖୁସି ରେ ତାହାଙ୍କ ବାଟରେ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଜଳରୁ ଉଠି ଆସିବା ପରେ, ଈଶ୍ୱରଙ୍କ ପବିତ୍ରଆତ୍ମା ଫିଲିପ୍ପଙ୍କୁ ଅନ୍ତର୍ଦ୍ଧାନ କରାଇ ଦେଲେ। କର୍ମଚାରୀ ଆଉ ତାଙ୍କୁ ଦେଖି ପାରିଲେ ନାହିଁ, କିନ୍ତୁ ଆନନ୍ଦରେ ପୂର୍ଣ୍ଣ ହୋଇ ତାଙ୍କ ବାଟରେ ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦୁହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲି‌ପ୍‌ପଙ୍କୁ ନେଇଗଲେ। ନପୁଂସକ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। ସେ ଖୁସୀରେ ତାହାଙ୍କ ବାଟରେ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪಾನಿಯಾತ್ನಾ ವೈರ್ ಯೆಲ್ಲ್ಯಾತನ್ನಾ, ಧನಿಯಾಚ್ಯಾ ಆತ್ಮ್ಯಾನ್ ಫಿಲಿಪಾಕ್ ಉಕ್ಲುನ್ ನ್ಹೆಲ್ಯಾನ್, ಅನಿ ಕನ್ನಾಬಿ ಫಿಲಿಪ್ ತ್ಯಾ ಮಾನ್ಸಾಕ್ ದಿಸುಕ್ ನಾ, ತೊ ಲೈ ಕುಶಿ ಹೊವ್ನ್ ಅಪ್ನಿ ಜಾವ್‍ಲಾಗಲ್ಯಾ ವಾಟೆನ್ ಫಿಡೆ ಗೆಲೊ.