Acts 8:4 — Compare Translations

7 translations compared side by side

Odia - 1840
"ଯେଉଁମାନେ ଛିନ୍ନ ଭିନ୍ନ ହାଇଯୋଇଥିଲେ, ସହେି ଲୋକମାନେ ଚ଼ାରିଆଡ଼େ ଯାଇ ସୁସମାଚ଼ାର କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିକ୍ଷିପ୍ତ ହୋଇ ରହିଥିବା ବିଶ୍ୱାସୀମାନେ ଚାରିଆଡ଼କୁ ଯାଇ ସୁସମାଚାର ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଛିନ୍ନ­­­­­­­ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ವಿಶ್ವಾಸಿ ಲೊಕಾ ಲೈ ಕಡೆ ಪಗಳ್ಲಿ, ಅನಿ ತೆನಿ ಗೆಲ್ಯಾಕ್ಡೆ ಸಗ್ಳ್ಯಾಕ್ಡೆಬಿ ದೆವಾಚಿ ಬರಿ ಖಬರ್ ಲೊಕಾಕ್ನಿ ಸಾಂಗ್ಲ್ಯಾನಿ.