Acts 8:40 — Compare Translations
7 translations compared side by side
Odia - 1840
"କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗର ରେ ଦଖାଦେେଲେ ଓ କାଇସରୀଆ ନଗରକୁ ୟିବା ବାଟରେ ସବୁ ସହର ରେ ଲୋକମାନଙ୍କୁ ସୁସମାଚ଼ାର ପ୍ରଚ଼ାର କରି ଚ଼ାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିଆରେ ଯାଇ ପହଞ୍ଚିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ସମୟ ପରେ ଫିଲିପ୍ପ ଦେଖିଲେ ଯେ ସେ ଅସଦୋଦରେ ପହଞ୍ଚିଛନ୍ତି। ସେଠାରୁ ସେ କାଇସରୀୟାକୁ ଗଲେ ଓ ବାଟରେ ଥିବା ସହଚରମାନଙ୍କରେ ଶୁଭବାର୍ତ୍ତା ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ ନାମକ ସ୍ଥାନରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಫಿಲಿಪಾನ್ ಅಜೊತ್ ಮನ್ತಲ್ಯಾ ಶಾರಾತ್ ದಾಕ್ವುನ್ ಘೆವ್ನ್ ಸೆಜರೆಯ ಮನ್ತಲ್ಯಾ ಶಾರಾತ್ ಜಾತಾನಾ ವಾಟೆರ್ ಗಾವಲ್ಯಾ ಸಗ್ಳ್ಯಾ ಗಾಂವಾತ್ನಿ ಬಿ ದೆವಾಚಿ ಬರಿ ಖಬರ್ ಸಾಂಗ್ಲ್ಯಾನ್.