Acts 8:5 — Compare Translations

7 translations compared side by side

Odia - 1840
"ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟ ରେ ସମାନଙ୍କେ ନିକଟରେ ପ୍ରଚ଼ାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶମିରୋଣର ପ୍ରଧାନ ନଗରକୁ ଯାଇ ଫିଲିପ୍ପ, ସେଠାକାର ଲୋକମାନଙ୍କ ନିକଟରେ ସମୀହଙ୍କ ବାର୍ତ୍ତା ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶମିରୋଣରେ ଫିଲି‌ପ୍‌ପଙ୍କର ପ୍ରଗ୍ଭର ଫିଲି‌ପ୍‌ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟରେ ସେମାନଙ୍କ ନିକଟରେ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲಿಪಾನ್ ಸಮಾರ್ಯ್ ಮನ್ತಲ್ಯಾ ಮುಖ್ಯ್ ಗಾಂವಾಕ್ ಜಾವ್ನ್ ಕ್ರಿಸ್ತಾಚ್ಯಾ ವಿಶಯಾತ್ ಪರ್ಗಟ್ ಕರ್‍ಲ್ಯಾನ್.