Acts 8:6 — Compare Translations
7 translations compared side by side
Odia - 1840
"ସଠାେକାର ଲୋକମାନେ ଫିଲିପ୍ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ବାରା କରାଯାଇଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ଦେଖି ତାହାଙ୍କ କଥା ରେ ଅଧିକ ମନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଦେଖି ଏକଚିତ୍ତରେ ତାଙ୍କ କଥାରେ ମନୋଯୋଗ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କର ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଲୋକମାନେ ତାଙ୍କ ପ୍ରତି ବିଶେଷ ଧ୍ୟାନ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାକାର ଲୋକମାନେ ଫିଲିପ୍ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ଦେଖି ତାହାଙ୍କ କଥାରେ ଅଧିକ ମନଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲಿಪ್ ಸಾಂಗುಕ್ ಲಾಗಲ್ಲೆ ಥೈತ್ಲ್ಯಾ ಲೊಕಾನಿ ಆಯ್ಕಲ್ಯಾನಿ, ಅನಿ ತಸೆಚ್ ತೊ ಕರುಲಾಗಲಿ ಅಜಾಪಾಚಿ ಕಾಮಾಬಿ ಬಗ್ಲ್ಯಾನಿ, ತೆನಿ ಸಾಂಗಲಿ ಸಂಗ್ತಿಯಾ ಸಗ್ಳ್ಯಿ ಎಕ್ ಮನಾನ್ ಧ್ಯಾನ್ ದಿವ್ನ್ ಆಯ್ಕ್ ಲ್ಯಾನಿ.
Recommended Reading