Acts 8:7 — Compare Translations
7 translations compared side by side
Odia - 1840
"ବହୁତ ଲୋକଙ୍କ ଭିତ ରେ ଭୂତମାନେ ଥିଲେ। କିନ୍ତୁ ସମାନଙ୍କେୁ ବାହାର କରି ଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ବର ରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ େଛାଟ ଲୋକ ମଧ୍ଯ ଫିଲିପ୍ପଙ୍କ ଦ୍ବାରା ଆରୋଗ୍ୟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଲୋକଙ୍କଠାରୁ ପ୍ରେତାତ୍ମାମାନେ ଚିକ୍ରାର କରି ବାହାରି ଗଲେ, ଅନେକ ପକ୍ଷାଘାତ ରୋଗୀ ଓ ପଙ୍ଗୁମାନେ ସୁସ୍ଥ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଲୋକଙ୍କ ଭିତରେ ଭୂତମାନେ ଥିଲେ। କିନ୍ତୁ ସେମାନଙ୍କୁ ବାହାର କରିଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ୱରରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ ଛୋଟ ଲୋକ ମଧ୍ୟ ଫିଲିପ୍ପଙ୍କ ଦ୍ୱାରା ଆରୋଗ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈತ್ಲ್ಯಾ ಲೈ ಲೊಕಾಕ್ನಿ ಧರಲೊ ಮಾರು ತೆಂಕಾ ಸೊಡುನ್ ಜಾತಾನಾ ಮೊಟ್ಯಾನ್ ಅವಾಜ್ ಕರುಂಗೆತ್ ಗೆಲೊ ಅನಿ ಲೈ ಸೊಟ್ಯಾಕ್ನಿ ಅನಿ ವಾರೆ ಮಾರಲ್ಯಾಕ್ನಿ ಗುನ್ ಹೊಲೆ.