Acts 8:8 — Compare Translations
7 translations compared side by side
Odia - 1840
"ଏଥି ୟୋଗୁ, ସେ ନଗରର ଲୋକମାନେ ବହୁତ ଖୁସି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିଲାଗି ସେହି ନଗରରେ ଗୋଟିଏ ଆନନ୍ଦ ଲହରୀ ଖେଳିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଏଥି ଯୋଗୁଁ, ସେ ନଗରର ଲୋକମାନେ ବହୁତ ଖୁସୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ନଗରରେ ମହା ଆନନ୍ଦ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತ್ಯಾ ಶಾರಾತ್ಲಿ ಲೊಕಾ ಲೈ ಕುಶಿ ಹೊಲಿ.