Acts 8:9 — Compare Translations
7 translations compared side by side
Odia - 1840
"ସହେି ନଗର ରେ ଶିମାନେ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସଠାେକୁ ଆସିବା ପୂର୍ବରୁ ଶିମାନେ ଯାଦୁଖଳେ ଦଖାଇେ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦଇେଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ନାମକ ଜଣେ ଲୋକ ତା’ର ଗୁଣିବିଦ୍ୟା ଦ୍ୱାରା ସେହି ଅଞ୍ଚଳର ଲୋକମାନଙ୍କୁ ବିମୋହିତ କରି ରଖିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରରେ ଶିମୋନ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସେଠାକୁ ଆସିବା ପୂର୍ବରୁ ଶିମୋନ ଯାଦୁଖେଳ ଦେଖାଇ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦେଇଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ಶಾರಾತ್ ಸಿಮಾವ್ ಮನ್ತಲೊ ಎಕ್ಲೊ ಹೊತ್ತೊ, ತೊ ಅಪ್ಲ್ಯಾ ಮೊಡಿ ಮಂತ್ರಾನಿ ಥೈತ್ಲ್ಯಾ ಲೊಕಾಕ್ನಿ ಕಂಗಾಲ್ ಕರುನ್ ಥವಲ್ಲ್ಯಾನ್, ತೊ ಅಪ್ನಾಕುಚ್ ಅಪ್ನಿ ಮೊಟೊ ಮಾನುಸ್ ಮನುನ್ ಘೆವ್ನ್ ಬಡಾಯ್ ಕರಿತ್ ಹೊತ್ತೊ.