Acts 9:1 — Compare Translations
7 translations compared side by side
Odia - 1840
"ଶାଉଲ ୟିରୂଶାଲମ ରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧ ରେ ହତ୍ଯାର ଭୟ ଦଖାଇବୋ ପାଇଁ ଚେ଼ଷ୍ଟା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟ-ମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମୟରେ ଶାଉଲ ପ୍ରଭୁଙ୍କ ଶିଷ୍ୟମାନଙ୍କୁ ହତ୍ୟା କରିବେ ବୋଲି ଧମକ ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କ ହୃଦୟ ପରିବର୍ତ୍ତନ ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾವ್ಲು ಅನಿ ಬಿ ಧನಿಯಾಚ್ಯಾ ಶಿಸಾಕ್ನಿ ಭಿಂವ್ಸುಕ್, ಅನಿ ಜಿವ್ ಕಾಡುಕ್ ಬಗಿತ್ ಹೊತ್ತೊ, ತಸೆ ಹೊವ್ನ್ ತೊ ಮೊಟ್ಯಾಯಾಜಕಾಚ್ಯಾ ಜಗ್ಗೊಳ್ ಜಾವ್ನ್,