Acts 9:10 — Compare Translations

7 translations compared side by side

Odia - 1840
"ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ଯ ଦମ୍ମସକରେେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦଇେ କହିଲେ, ହନନିୟ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାମାସ୍କସ୍ରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ । ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦାମାସ୍କସ୍ରେ ହନନିୟ ନାମକ ଜଣେ ଖ୍ରୀଷ୍ଟିୟାନ ଥିଲେ। ସେ ଏକ ଦର୍ଶନ ପାଇଲେ, ପ୍ରଭୁ ତାଙ୍କୁ କହିଲେ, “ହନନିୟ!” ସେ ଉତ୍ତର ଦେଲେ, “ହେ ପ୍ରଭୁ କହନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ୟ ଦମ୍ମେସକରେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନିୟ!” ହନନିୟ କହିଲେ, “ପ୍ରଭୁ, ମୁଁ ଏଠାରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଦମ୍ମେସକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ । ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನನಿಯ್ ಮನ್ತಲೊ ಜೆಜುಚೊ ಶಿಸಾ ಎಕ್ಲೊ ಧಮಸ್ಕಾತ್ ಹೊತ್ತೊ, ಧನಿಯಾನ್ ತೆಕಾ ಸಪ್ನಾತ್ ಅನನಿಯ್! ಮನುನ್ ಬಲ್ವುಲ್ಯಾನ್, ತನ್ನಾ ತೆನಿ “ಧನಿಯಾ, ಹೆಬಕ್ ಮಿಯಾ ಹಿತ್ತೆ ಹಾಯ್” ಮನುನ್ ಜವಾಬ್ ದಿಲ್ಯಾನ್.