Acts 9:11 — Compare Translations

7 translations compared side by side

Odia - 1840
"ପ୍ରଭୁ ତାହାଙ୍କୁ କହିଲେ, ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ୟିହୂଦାଙ୍କ ଘ ରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ଯକ୍ତିର ସନ୍ଧାନ ନିଅ। ଯେ ହତେୁ ସେ ପ୍ରାର୍ଥନା କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଭୁ ତାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରରେ ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ କହିଲେ, “ପ୍ରସ୍ତୁତ ହୁଅ। ‘ସଳଖ’ ନାମକ ରାସ୍ତା ଧରି ଯିହୁଦାଙ୍କ ଘରକୁ ଯାଅ। ସେଠାରେ ତାର୍ସସ୍ଠାରୁ ଆସିଥିବା ଶାଉଲ ନାମକ ଜଣେ ବ୍ୟକ୍ତିଙ୍କୁ ଅନୁସନ୍ଧାନ କର। ସେ ପ୍ରାର୍ଥନା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ତାହାଙ୍କୁ କହିଲେ, “ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ଯିହୂଦାଙ୍କ ଘରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ସନ୍ଧାନ ନିଅ। ଯେହେତୁ ସେ ପ୍ରାର୍ଥନା କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಧನಿಯಾನ್ ಅನನಿಯಾಕ್ ತಿಯಾ ಉಟುನ್ ನಿಟ್ಲಿ ವಾಟ್ ಮನುನ್ ಬಲ್ವುತಲ್ಲ್ಯಾ ವಾಟೆಕ್ ಜಾ, ಥೈ ಹೊತ್ತ್ಯಾ ಜುದಾಸಾಚೆ ಘರ್ ಹುಡ್ಕುನ್ ಕಾಡುನ್ ತಾರ್ಸಿಸ್ ಶಾರಾತ್ಲ್ಯಾ ಸಾವ್ಲಾಚ್ಯಾ ವಿಶಯಾತ್ ಇಚಾರ್, ತೊ ಅತ್ತಾ ಥೈ ಮಾಗ್ನಿ ಕರುನ್ಗೆತ್ ಹಾಯ್,