Acts 9:12 — Compare Translations

7 translations compared side by side

Odia - 1840
"ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା' ନିକଟକୁ ଆସି, ତା' ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ବାରା ସେ ପୁଣି ଦେଖି ପାରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହନନିୟ ନାମକ ଜଣେ ବ୍ୟକ୍ତି ଆସି ତାଙ୍କ ଉପରେ ହସ୍ତାର୍ପଣ କଲେ, ସେ ଦୃଷ୍ଟି ଫେରି ପାଇବେ ବୋଲି ଦର୍ଶନ ଲାଭ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥି ନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನನಿಯಸ್ ಮನ್ತಲೊ ಎಕ್ಲೊ ತೆಚ್ಯಾ ಜಗ್ಗೊಳ್ ಯೆವ್ನ್ ಅಪ್ಲಿ ಹಾತಾ ತೆಚ್ಯಾ ವೈರ್ ಥವಲ್ಯಾ ತನ್ನಾ ತೆಕಾ ಪರ್ತುನ್, ಅನಿ ಡೊಳೆ ದಿಸುಕ್ ಲಾಗ್ತಾತ್ “ ಮನ್ತಲೆ ದರ್ಶನ್ ತೆಕಾ ದಿಸಲ್ಲೆ ಹಾಯ್”, ಮನುನ್ ಸಾಂಗ್ಲ್ಯಾನ್.