Acts 9:13 — Compare Translations
7 translations compared side by side
Odia - 1840
"ହନନିୟ ଉତ୍ତର ଦେଲେ, ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟ ରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ୟିରୂଶାଲମ ରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ଯାଚାର କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୋ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଉପଦ୍ରବ କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହନନିୟ କହିଲେ, “ପ୍ରଭୁ, ଏହି ବ୍ୟକ୍ତି ଯିରୂଶାଲମରେ ଆପଣଙ୍କ ଲୋକମାନଙ୍କ ପ୍ରତି ଯେଉଁ ନୃଶଂସ କାର୍ଯ୍ୟ ସବୁ କରିଛ, ସେ ସମ୍ପର୍କରେ ଅନେକ ଲୋକ ମୋତେ ଜଣାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅನನಿಯಾನ್, “ಧನಿಯಾ, ಜೆರುಜಲೆಮಾತ್ ಹೊತ್ತ್ಯಾ ತುಜ್ಯಾ ಲೊಕಾಕ್ನಿ ಹ್ಯಾ ಮಾನ್ಸಾನ್ ಕರಲ್ಯಾ ಬುರ್ಶ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ಲೊಕಾನಿ ಸಾಂಗ್ತಲೆ ಮಿಯಾ ಆಯಿಕ್ಲಾ.