Acts 9:14 — Compare Translations

7 translations compared side by side

Odia - 1840
"ଏଠା ରେ ମଧ୍ଯ ସହେି ଲୋକଟି ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ବାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ସେ ମୁଖ୍ୟ ଯାଜକମାନଙ୍କଠାରୁ କ୍ଷମତା ପତ୍ର ନେଇ, ଦାମାସ୍କସ୍ରେ ଆପଣଙ୍କ ଉପାସନକମାନଙ୍କୁ ଧରି ନେଇ ଯିବା ପାଇଁ ଆସିଛି।”
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತೊ ದಮಸ್ಕಾಕ್‍ಬಿ ಯೆಲಾ, ತುಜ್ಯಾರ್ ವಿಶ್ವಾಸ್ ಥವಲ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಬಂಧಿಖಾನ್ಯಾತ್ ಘಾಲ್ತಲೊ ಅಧಿಕಾರ್ ತೆಕಾ ಮೊಟ್ಯಾ ಯಾಜಕಾಂಚ್ಯಾಕ್ನಾ ಗಾವಲ್ಲೊ ಹಾಯ್” ಮನುನ್ ಸಾಂಗ್ಲ್ಯಾನ್.