Acts 9:15 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶଷେ କାର୍ୟ୍ଯ ପାଇଁ ବାଛିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ଯାଅ; କାରଣ ସେ ବିଜାତି, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಧನಿಯಾನ್ ಅನನಿಯಾಕ್, ಜಾ! ತೆಕಾ ಮಿಯಾ ಮಾಜ್ಯಾ ವಿಶಯಾತ್ ರಾಜಾಕ್ನಿ, ಜುದೆವಾಕ್ನಿ, ಅನಿ ಹುರಲ್ಯಾ ಇಸ್ರಾಯೆಲ್ ಲೊಕಾಕ್ನಿ ಕಳ್ವುತಲ್ಯಾ ಮುಖ್ಯ್ ಕಾಮಾಚೊ ಹತಿಯಾರ್ ಕರುನ್ ಎಚುನ್ ಘೆಟಲ್ಲೆ ಹಾಯ್.