Acts 9:17 — Compare Translations
7 translations compared side by side
Odia - 1840
"ତେଣୁ ହନନିୟ ୟିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, ଭାଇ ଶାଉଲ! ପ୍ରଭୁ ଯୀଶୁ ମାେତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦଇେଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖିପାରିବ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି ତାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହନନିୟ ଗଲେ, ଶାଉଲ ଥିବା ଗୃହରେ ପ୍ରବେଶ କରି ତାଙ୍କ ଉପରେ ହାତ ରଖିଲେ। ସେ କହିଲେ, “ଭାଇ ଶାଉଲ, ଏଠାକୁ ଆସିବା ପଥରେ ଯେଉଁ ପ୍ରଭୁ ଯୀଶୁ ତୁମକୁ ଦର୍ଶନ ଦେଲେ, ସେ ମୋତେ ପଠାଇଛନ୍ତି, ଯେପରି ଆଉ ଥରେ ତୁମେ ଦୃଷ୍ଟି ପାଇବ ଓ ପବିତ୍ରଆତ୍ମାରେ ପୂର୍ଣ୍ଣ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಅನನಿಯ್ ಜುದಾಸಾಚ್ಯಾ ಘರಾಕ್ ಗೆಲೊ, ಅನಿ ಸಾವ್ಲುಚೆರ್ ಅಪ್ನಿ ಹಾತಾ ಥವ್ನ್ “ಸಾವ್ಲ್, ಮಾಜ್ಯಾ ಭಾವಾ, ಧನಿಯಾ ಜೆಜುನ್ ಮಾಕಾ ಧಾಡುನ್ ದಿಲಾ, ತಿಯಾ ಹಿತ್ತೆ ಯೆತಾನಾ ವಾಟೆರ್ ಬಗಟಲ್ಲೆ ತೆಕಾಚ್, ತುಕಾ ಪರ್ತುನ್ ಡೊಳೆ ಯೆಯ್ ಸಾರ್ಕೆ ಹೊವ್ಚೆ, ಅನಿ ಪವಿತ್ರ್ ಆತ್ಮ್ಯಾನ್ ಭರುಚೊ ಮನುನ್ ಜೆಜುನ್ ಮಾಕಾ ಧಾಡುನ್ ದಿಲಾ” ಮನುನ್ ಸಾಂಗ್ಲ್ಯಾನ್.