Acts 9:18 — Compare Translations
7 translations compared side by side
Odia - 1840
"ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ତାଙ୍କ ଆଖିରୁ କାତି ପରି କʼଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିକ୍ଷଣି ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା ଓ ସେ ଆଉ ଥରେ ଦେଖିବାକୁ ସମର୍ଥ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା’ପରେ ସେ ଉଠି ବାପ୍ତିଜିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କ'ଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಬೊಡ್ತೊಬ್ ಖವ್ಳಾಂಚ್ಯಾ ಸಾರ್ಕೆ ಹೊತ್ತೆ ಕಾಯ್ಕಿ ಎಕ್ ಸಾವ್ಲಾಚ್ಯಾ ಡೊಳ್ಯಾಂತ್ನಾ ಖಾಲ್ತಿ ಪಡ್ಲೆ, ತೆಕಾ ಪರ್ತುನ್ ಡೊಳೆ ದಿಸುಕ್ ಲಾಗ್ಲೆ! ಸಾವ್ಲಾ ವೈರ್ ಉಟುನ್ ಇಬೆ ರ್ಹಾಲೊ ಅನಿ ತೆಕಾ ಬಾಲ್ತಿಮ್ ದಿವ್ನ್ ಹೊಲೆ,