Acts 9:19 — Compare Translations
7 translations compared side by side
Odia - 1840
"କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା। ସେ ଦମ୍ମସକେ ନଗର ରେ ଶିଷ୍ଯମାନଙ୍କ ସହିତ କିଛି ସମୟ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଭୋଜନ କରି ବଳ ପାଇଲେ । ଏଥିଉତ୍ତାରେ ସେ ଦାମାସ୍କସ୍ରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଉଠି ଜଳଦୀକ୍ଷା ଗ୍ରହଣ କଲେ ଓ ଭୋଜନ ପାନ କରି ବଳ ପାଇଲେ। ଶାଉଲ ଖ୍ରୀଷ୍ଟ ବିଶ୍ୱାସୀମାନଙ୍କ ସହିତ ଦାମାସ୍କସ୍ରେ କିଛି ଦିନ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା। ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଭୋଜନ କରି ବଳ ପାଇଲେ ।ଏଥିଉତ୍ତାରେ ସେ ଦମ୍ମେସକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಜೆವಾನ್ ಕರ್ಲ್ಯಾನ್, ತೆಚ್ಯಾ ಮಾನಾ ತೆಕಾ ಬಳ್ ಯೆಲಿ, ಅನಿ ತೊ ಜೆಜುಚ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ಥೊಡ್ಯಾ ದಿಸಾಂಚ್ಯಾ ಪತರ್ ಧರ್ಮಸ್ಕಾತ್ ಹೊತ್ತೊ.