Acts 9:2 — Compare Translations
7 translations compared side by side
Odia - 1840
"ସେ ମହାୟାଜକଙ୍କ ପାଖକୁ ଯାଇ ଦମ୍ମସକେ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହାଦ୍ବାରା ସେ ଯେତବେେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତବେେଳେ ସମାନଙ୍କେୁ ବନ୍ଦୀ କରି ୟିରୂଶାଲମକୁ ନଇେ ଆସିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି, ଏଥିସକାଶେ ଦାମାସ୍କସ୍ର ସମସ୍ତ ସମାଜଗୃହ ନିକଟକୁ ତାଙ୍କଠାରୁ ପତ୍ର ମାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦାମାସ୍କସ୍ର ଉପାସନା ଗୃହମାନଙ୍କରେ ପ୍ରଭୁଙ୍କ ଅନୁଗାମୀମାନଙ୍କୁ ପାଇଲେ ବନ୍ଦୀ କରି ଯିରୂଶାଲମକୁ ଧରି ଆଣିବା ପାଇଁ ପ୍ରଧାନ ଯାଜକଠାରୁ ଅନୁମତି ପତ୍ର ପାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମହାଯାଜକଙ୍କ ପାଖକୁ ଯାଇ ଦମ୍ମେସକ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହା ଦ୍ୱାରା ସେ ଯେତେବେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତେବେଳେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಮಸ್ಕಾ ಮನ್ತಲ್ಯಾ ಶಾರಾತ್ ಕ್ರಿಸ್ತಾಚ್ಯಾ ವಾಟೆನ್ ಚಲ್ತಲ್ಯಾ ಲೊಕಾಕ್ನಿ ವಳ್ಕುನ್ ಬಾಯ್ಕಾಮಾನ್ಸಾ, ಘವ್ಮಾನ್ಸಾ ಮನುನ್ ಬಗಿನಸ್ತಾನಾ ಧರುನ್ ತೆಂಕಾ ಬಾಂದುನ್ ಜೆರುಜಲೆಮಾಕ್ ತೆಂಕಾ ಭಂದಿ ಕರುನ್ ಹಾನುಕ್ ಅಪ್ನಾಕ್ ಅಧಿಕಾರ್ ದಿಲ್ಲೊ ಹಾಯ್, ಮನುನ್ ಧಮಸ್ಕ್ ಶಾರಾತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಚಿಟ್ ಲಿವ್ಚೆ ಮನುನ್ ಮಾಗುನ್ ಘೆಟ್ಲ್ಯಾನ್.