Acts 9:20 — Compare Translations

7 translations compared side by side

Odia - 1840
"ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କ ରେ ପହଞ୍ଚି ସଠାେରେ ଯୀଶୁଙ୍କ ବିଷୟ ରେ ପ୍ରଚ଼ାର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ଯେ ଈଶ୍ଵରଙ୍କର ପୁତ୍ର, ଏହା ସେ ଅବିଳମ୍ଵରେ ସମାଜଗୃହସମୂହରେ ଘୋଷଣା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସିଧାସଳଖ ଉପାସନା ମନ୍ଦିରଗୁଡ଼ିକୁ ଯାଇ, ଯୀଶୁ ଯେ ଈଶ୍ୱରଙ୍କ ପୁତ୍ର, ଏ କଥା ପ୍ରଚାର କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾವ್ಲಾ ಯೆಳ್ ಕರಿನಸ್ತಾನಾ ಸಿನಾಗೊ ಜಾವ್ನ್ “ಜೆಜುಚ್ ದೆವಾಚೊ ಲೆಕ್” ಮನುನ್ ಶಿಕಾಪ್ ಕರುಲಾಗಲೊ.