Acts 9:22 — Compare Translations

7 translations compared side by side

Odia - 1840
"କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହାଇେ ଉଠିଲେ। ସେ ପ୍ରମାଣ କରି ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ ଥିଲା ଯେ, ଦମ୍ମସକରେ ଯିହୂଦୀମାନେ ଏ ବିଷୟ ରେ ତାହାଙ୍କ ସହିତ ୟୁକ୍ତି କରିପାରୁ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦାମାସ୍କସ୍ନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଶାଉଲଙ୍କ ପ୍ରଚାର ଅତୀବ ଶକ୍ତିଶାଳୀ ଥିଲା, ଯୀଶୁ ଯେ ମସୀହ, ଏ ସମ୍ବନ୍ଧରେ ତାଙ୍କର ପ୍ରମାଣ ଏତେ ଯୁକ୍ତିସଙ୍ଗତ ଥିଲା ଯେ ଦାମାସ୍କସ୍ରେ ବାସ କରୁଥିବା ଇହୁଦୀମାନେ ତାଙ୍କର କୌଣସି କଥାର ଉତ୍ତର ଦେଇପାରି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಾವ್ಲಾ, ಅನಿಬಿ ಲೈ ಬಳಾನಿ ಜೆಜುಚ್ ಕ್ರಿಸ್ತ್ ಮನುನ್ ಸಾಂಗುಕ್ ಲಾಗಲ್ಲೊ, ತೆಚ್ಯಾ ವೈನಾ ದಮಸ್ಕಾತ್ಲ್ಯಾ ಜುದೆವಾಂಚ್ಯಾ ಲೊಕಾಂಚ್ಯಾಕ್ಡೆ ಕಾಯ್ಬಿ ಬೊಲುಕ್ ಹೊವ್ ನಾ.