Acts 9:23 — Compare Translations

7 translations compared side by side

Odia - 1840
"ଅନକେ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦବୋ ପାଇଁ ଷଡ଼ୟନ୍ତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଦିନ ଅତିବାହିତ ହେବା ପରେ ଇହୁଦୀମାନେ ଏକତ୍ରିତ ହୋଇ ଶାଉଲଙ୍କୁ ହତ୍ୟା କରିବା ପାଇଁ ମନ୍ତ୍ରଣା କଲେ, କିନ୍ତୁ ଶାଉଲ ସେମାନଙ୍କର ଚକ୍ରାନ୍ତ ଜାଣିପାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଯିହୂଦୀଙ୍କଠାରୁ ରକ୍ଷା ପାଇବା ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
Odia IRV 2017 (ଓଡିଆ ବାଇବେଲ)
ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ದಿಸಾ ಹೊಲ್ಲ್ಯಾ ಮಾನಾ ಜುದೆವಾಂಚ್ಯಾ ಲೊಕಾನಿ ಸಾವ್ಲಾಕ್ ಜಿವ್ ಕಾಡುಚೆ ಮನುನ್ ಯವ್ಜನ್ ಕರ್‍ಲ್ಯಾನಿ.