Acts 9:24 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ତାହାଙ୍କୁ ମାରିବାପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖ ରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣିପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କର ଚକ୍ରା; ଶାଉଲଙ୍କର କର୍ଣ୍ଣଗୋଚର ହେଲା । ଆଉ, ସେମାନେ ଯେପରି ତାଙ୍କୁ ବଧ କରି ପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ଵାରସବୁ ଜଗି ରହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ହତ୍ୟା କରିବା ପାଇଁ ଦିନ।ତି ସେମାନେ ନଗର ଦ୍ୱାର ସବୁ ଜଗି ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ତାହାଙ୍କୁ ମାରିବା ପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା । ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚಿ ಲೊಕಾ ಸಾವ್ಲಾಚಿ ವಾಟ್ ಬಗುನ್ ಘೆತ್ ಶಾರಾಚ್ಯಾ ದಡ್ಪ್ಯಾಕ್ನಿ ರಾತ್ ಅನಿ ದಿಸ್ ರಾಯ್ತ್, ಖರೆ ತೆಂಚಿ ಹಿ ಯವ್ಜುನ್ ಸಾವ್ಲಾಕ್ ಗೊತ್ತ್ ಹೊಲಿ.