Acts 9:25 — Compare Translations
7 translations compared side by side
Odia - 1840
"କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତି ରେ ଟୋକଇେ ରେ ନଇେ ପାଚରେୀ ଆରପଟେ ଛାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାଙ୍କୁ ଘେନି ଗୋଟିଏ ବେତାରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଦିନେ ରାତିବେଳେ ଶାଉଲଙ୍କ ଶିଷ୍ୟମାନେ ତାଙ୍କୁ ଗୋଟିଏ ଟୋକେଇରେ ରଖି ପାଚେରୀର ଏକ ଖୋଲା ବାଟ ଦେଇ ତଳକୁ ଖସାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତିରେ ଟୋକେଇରେ ନେଇ ପାଚେରୀ ଆରପଟେ ଛାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ರಾತ್ತಿನಿ ಶಿಸಾನಿ ಸಾವ್ಲಾಕ್ ಶಾರಾತ್ನಾ ಭಾಯ್ರ್ ಧಾಡುಕ್ ಸಾಟ್ನಿ ತೆಕಾ ಎಕ್ ಭುಟ್ಟಿತ್ ಬಸ್ವುನ್, ಶಾರಾಚ್ಯಾ ಭಿತ್ತಿತ್ನಾ ತೆಕಾ ಖಾಲ್ತಿ ಉತರ್ಲ್ಯಾನಿ.