Acts 9:29 — Compare Translations
7 translations compared side by side
Odia - 1840
"ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ଯ କରୁଥିଲେ। କିନ୍ତୁ ସମାନେେ ତାହାଙ୍କୁ ମାରିବା ପାଇଁ ଚେ଼ଷ୍ଟା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାଙ୍କୁ ବଧ କରିବା ସକାଶେ ଚେଷ୍ଟା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏସବୁ ବିଷୟରେ ସେ ଗ୍ରୀକ୍ ଭାଷାବାଦୀ ଇହୁଦୀମାନଙ୍କ ସହିତ ମଧ୍ୟ ତର୍କ ବିତର୍କ କଲେ, କିନ୍ତୁ ସେମାନେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾವ್ಲು ಗ್ರಿಕ್ ಭಾಶ್ಯಾ ಭೊಲ್ತಲ್ಯಾ ಜುದೆವಾಂಚ್ಯಾ ವಾಂಗ್ಡಾ ಪರ್ತುನ್ ಭೊಲ್ತಾ ಅನಿ ವಾದ್ ಕರ್ತಾ ಖರೆ ತೆನಿ ತೆಕಾ ಜಿವ್ ಕಾಡುಕ್ ಬಗ್ಲ್ಯಾನಿ.