Acts 9:3 — Compare Translations

7 translations compared side by side

Odia - 1840
"ସେ ଦମ୍ମସକେ ନିକଟକୁ ଆସିଲେ। ହଠାତ୍ ସ୍ବର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଚ଼ାରିପଟେ ଉଦ୍ଭାସିତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ଯାଉ ଯାଉ ଦାମାସ୍କସ୍ର ନିକଟବର୍ତ୍ତୀ ହୁଅନ୍ତେ, ଅକସ୍ମାତ୍ ଆକାଶରୁ ଆଲୋକ ତାଙ୍କ ଚାରିଆଡ଼େ ଚମକି ଉଠିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାଉଲ ଦାମାସ୍କସ୍ ସହର ନିକଟବର୍ତ୍ତୀ ହେବା ସମୟରେ ହଠାତ୍ ଆକାଶରୁ ଏକ ଜ୍ୟୋତିଃ ତାଙ୍କ ଚତୁର୍ଦ୍ଦିଗରେ ଝଲସି ଉଠିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦମ୍ମେସକ ନିକଟକୁ ଆସିଲେ। ହଠାତ୍ ସ୍ୱର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଗ୍ଭରିପଟେ ଉ‌ଦ୍‌ଭାସିତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೊಚ್ ಸಾವ್ಲು ಧಮಸ್ಕಾಕ್ ಜಾವ್‍ಲಾಲೊ, ತೊ ಶಾರಾಚ್ಯಾ ಜಗ್ಗೊಳ್ ಯೆಲ್ಲ್ಯಾ ತನ್ನಾ,ಎಗ್ದಮ್, ಲೈ ಹೊಳಾವ್ತಲೊ ಎಕ್ ಉಜ್ವೊಡ್ ಮಳ್ಬಾಕ್ನಾ ತೆಚ್ಯಾ ಅಜುಭಾಜುನ್ ಹೊಳಾವ್ಲೊ.