Acts 9:30 — Compare Translations
7 translations compared side by side
Odia - 1840
"ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଜାଣି ପାରି ଭାଇମାନେ ତାଙ୍କୁ କାଇସରିଆକୁ ଘେନିଯାଇ ତାର୍ଷକୁ ପଠାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସୀମାନେ ଏ କଥା ଜାଣିପାରି ଶାଉଲଙ୍କୁ କାଇସରିଆକୁ ନେଇଗଲେ ଓ ସେଠାରୁ ତାଙ୍କୁ ତାର୍ଷିସକୁ ପଠାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ವಿಶಯಾತ್ ಸಾವ್ಲಾನ್ ಅಪ್ಲ್ಯಾ ತಾಂಡ್ಯಾಚ್ಯಾ ಲೊಕಾಕ್ನಿ ಕಳ್ವುತಾನಾ ತೆನಿ ತೆಕಾ ಸೆಜರೆಯಾ ಶಾರಾಕ್ ಬಲ್ವುನ್ ನೆವ್ನ್ ಥೈತ್ನಾ ತಾರ್ಸಿಸ್ ಶಾರಾಕ್ ಧಾಡುನ್ ದಿಲ್ಯಾನಿ.