Acts 9:31 — Compare Translations
7 translations compared side by side
Odia - 1840
"ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ସମୁଦାୟ ଯିହୁଦା ପ୍ରଦେଶ, ଗାଲିଲୀ ଓ ଶମିରୋଣର ମଣ୍ତଳୀ ନିଷ୍ଠା ପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦା, ଗାଲିଲୀ ଓ ଶମିରୋଣରେ ଥିବା ଖ୍ରୀଷ୍ଟୀୟ ମଣ୍ଡଳୀମାନଙ୍କ ପାଇଁ ସେ ସମୟର ପରିସ୍ଥିତି ଶାନ୍ତ ଥିଲା ଏବଂ ପବିତ୍ରଆତ୍ମାଙ୍କ ଆନୁକୂଲ୍ୟରେ ସେମାନଙ୍କର ସଦସ୍ୟ ସଂଖ୍ୟା ବୃଦ୍ଧି ପାଇଲା ଓ ସେମାନେ ସୁଦୃଢ଼ ହେଲେ। ଖ୍ରୀଷ୍ଟ ବିଶ୍ୱାସୀମାନେ ପ୍ରଭୁଙ୍କ ପ୍ରତି ଭୟ ଭକ୍ତିରେ ଜୀବନଯାପନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ ಜುದೆಯಾ, ಗಲಿಲಿಯಾ, ಅನಿ ಸಮಾರಿಯಾ ಗಾಂವಾತ್ನಿ ಹೊತ್ತ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ನಿ ಶಾಂತ್ಪಾನ್ ಹೊಲೆ, ಪವಿತ್ರ್ ಆತ್ಮ್ಯಾಚ್ಯಾ ಮಜತಿ ವೈನಾ ತೆ ತಾಂಡೆ ವಾಡುಕ್ ಲಾಗ್ಲೆ, ಲೊಕಾನಿ ಅಪ್ನಿ ಧನಿಯಾಕ್ ಮಾನ್ ದಿತ್ಯಾತ್ ಮನ್ತಲೆ ಅಪ್ಲ್ಯಾ ಜಿವಿತಾನಿ ದಾಕ್ವುನ್ ದಿಲ್ಯಾನಿ, ಹೆಚ್ಯಾ ಸಾಟ್ನಿ ದೆವಾಚ್ಯಾ ಲೊಕಾಂಚೊ ತಾಂಡೊ ಲೈ ವಾಡುಕ್ಲಾಲೊ.