Acts 9:33 — Compare Translations
7 translations compared side by side
Odia - 1840
"ସଠାେରେ ସେ ଏନିୟ ନାମକ ଜଣେ ପକ୍ଷଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶୟ୍ଯାଶାଯୀ ଅବସ୍ଥା ରେ ପଡ଼ିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖା ପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାଙ୍କୁ ପକ୍ଷାଘାତ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଏନିୟ ନାମକ ଜଣେ ବ୍ୟକ୍ତିଙ୍କୁ ଭେଟିଲେ। ସେ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇ ଆଠ ବର୍ଷ ଧରି ବିଛଣାରୁ ଉଠିପାରୁ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ସେ ଏନିୟ ନାମକ ଜଣେ ପକ୍ଷାଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶଯ୍ୟାଶାୟୀ ଅବସ୍ଥାରେ ପଡ଼ିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲಿಡ್ಡಾತ್ ಎನೆಯಾ ಮನ್ತಲ್ಯಾ ಎಕ್ ಮಾನ್ಸಾಕ್ ಬಗಟ್ಲ್ಯಾನ್, ತೆಕಾ ವಾರೆಮಾರುನ್ ಆಟ್ ವರ್ಸಾಚ್ಯಾನ್ ತೊ ಹಾತ್ರಾನಾತುಚ್ ಹೊತ್ತೊ.