Acts 9:36 — Compare Translations
7 translations compared side by side
Odia - 1840
"ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍କର୍ମ ଓ ଦାନ କ୍ରିୟାରେ ପୂର୍ଣ୍ଣ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋପ୍ପାରେ ଟାବିଥା ନାମ୍ନୀ ଜଣେ ବିଶ୍ୱାସିନୀ ମହିଳା ବାସ କରୁଥିଲେ। (ତାଙ୍କର ଗ୍ରୀକ୍ ନାମ ଦର୍କାସ୍ ଅର୍ଥାତ୍ “ହରିଣୀ” ଥିଲା।) ସେ ତାଙ୍କର ସମସ୍ତ ସମୟ ସତ୍ କାର୍ଯ୍ୟରେ ଏବଂ ଦରିଦ୍ର ସେବାରେ ଅତିବାହିତ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଟାବୀଥା ନାମକ ଜଣେ ଶିଷ୍ୟା ଯାଫୋ ନଗରରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊಪ್ಪಾ ಶಾರಾತ್ ತಬಿಥಾ ಮನ್ತಲಿ ಜೆಜುಚಿ ಶಿಸೆ ಹೊತ್ತಿ, ಗ್ರಿಕ್ ಭಾಶ್ಯಾನ್ ತಿಜೆ ನಾವ್ ದೊರ್ಕಾಸ್ ಮಟ್ಲ್ಯಾರ್, “ಚಿತಾಳ್” ಮನುನ್, ತಿ ಕನ್ನಾಬಿ ಲೊಕಾಂಚ್ಯಾ ಸಾಟ್ನಿ ಬರಿ ಕಾಮಾಚ್ ಕರಿತ್ ಹೊತ್ತಿ, ಅನಿ ತಿ ಗರಿಬ್ ಹೊತ್ತ್ಯಾ ಲೊಕಾಕ್ನಿ ಕನ್ನಾಬಿ ಮಜ್ಜತ್ ಕರಿತ್ ಹೊತ್ತಿ.