Acts 9:37 — Compare Translations

7 translations compared side by side

Odia - 1840
"ପିତର ଯେତବେେଳେ ଲୂଦ ରେ ଥିଲେ, ସେତବେେଳେ ସେ ଅସୁସ୍ଥ ହାଇେ ମରିଗଲେ। ଲୋକମାନେ ତାହାଙ୍କର ଶରୀରକୁ ଧୋଇ ଉପର ମହଲାର କୋଠରୀ ରେ ଶୁଆଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଅସୁସ୍ଥ ହୋଇ ସେ ପ୍ରାଣତ୍ୟାଗ କଲେ। ବନ୍ଧୁମାନେ ତାଙ୍କ ଶରୀରକୁ ସ୍ନାନ କରାଇ ଉପର ମହଲାରେ ଶୁଆଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଯେତେବେଳେ ଲୂଦରେ ଥିଲେ, ସେତେବେଳେ ସେ ଅସୁସ୍ଥ ହୋଇ ମରିଗଲେ। ଲୋକମାନେ ତାହାଙ୍କର ଶରୀରକୁ ଧୋଇ ଉପର ମହଲାର କୋଠରୀରେ ଶୁଆଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಲಿಡ್ಡಾತ್ ರಾತಾನಾ ತಿ ಸಿಕೆತ್ ಪಡುನ್ ಮರುನ್ ಗೆಲಿ, ಲೊಕಾನಿ ತಿಚ್ಯಾ ಮಡ್ಯಾಕ್ ನಾವ್ಸುನ್ ಮ್ಹಾಳ್ಯಾ ವೈಲ್ಯಾ ಎಕ್ ಖೊಲಿತ್ ಥವಲ್ಯಾನಿ.