Acts 9:38 — Compare Translations
7 translations compared side by side
Odia - 1840
"ଯାଫୋର ବିଶ୍ବାସୀ ଶିଷ୍ଯମାନେ ଶୁଣିଲେ ଯେ, ପିତର ଲୂଦ ରେ ଅଛନ୍ତି। ଲୂଦ ଯାଫୋର ପାଖ ରେ ଥିଲା। ତେଣୁ ସମାନେେ ଦୁଇଜଣଙ୍କୁ ପିତରଙ୍କ ପାଖକୁ ପଠାଇ ଏହି ନିବଦନେ କଲେ, ଆମ୍ଭ ପାଖକୁ ଶୀଘ୍ର ଆସନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ଵ କରନ୍ତୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋପ୍ପା ଲୁଦାଠାରୁ ଦୂରରେ ନ ଥିଲା। ପିତର ଲୁଦାରେ ଅଛନ୍ତି ବୋଲି ଶୁଣି, ଯୋପ୍ପାରେ ଥିବା ବିଶ୍ୱାସୀମାନେ ଦୁଇଜଣ ଲୋକଙ୍କୁ ତାଙ୍କ ନିକଟକୁ କହି ପଠାଇଲେ, “ଦୟା କରି ଶୀଘ୍ର ଆମ ପାଖକୁ ଆସନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯାଫୋର ବିଶ୍ୱାସୀ ଶିଷ୍ୟମାନେ ଶୁଣିଲେ ଯେ, ପିତର ଲୂଦରେ ଅଛନ୍ତି। ଲୂଦ ଯାଫୋର ପାଖରେ ଥିଲା। ତେଣୁ ସେମାନେ ଦୁଇଜଣଙ୍କୁ ପିତରଙ୍କ ପାଖକୁ ପଠାଇ ଏହି ନିବେଦନ କଲେ, “ଆମ୍ଭ ପାଖକୁ ଶୀଘ୍ର ଆସନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಜೊಪ್ಪಾತ್ ಹಾಯ್ ಮನ್ತಲಿ ಖಬರ್ ದೆವಾಚ್ಯಾ ತಾಂಡ್ಯಾಚ್ಯಾ ಲೊಕಾಕ್ನಿ ಕಳಲ್ಲಿ, ಜೊಪ್ಪ್ ಮನ್ತಲೆ ಗಾಂವ್ ಲಿಡ್ಡಾ ಮನ್ತಲ್ಯಾ ಗಾಂವಾಚ್ಯಾ ಜಗೊಳುಚ್ ಹೊತ್ತೆ, ತಸೆ ಹೊವ್ನ್ ತೆನಿ ದೊನ್ ಮಾನ್ಸಾಕ್ನಿ ಪೆದ್ರುಕ್ಡೆ ಧಾಡ್ಲ್ಯಾನಿ, ತ್ಯಾ ದೊಗಾನಿ ಪೆದ್ರುಕ್, “ದಯಾ ಕರುನ್ ತಾಬ್ಡೊಡ್ತೊಬ್ ಯೆ!” ಮನುನ್ ಬಲ್ವುಲ್ಯಾನಿ.