Acts 9:39 — Compare Translations

7 translations compared side by side

Odia - 1840
"ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସମାନଙ୍କେ ସହିତ ଗଲେ। ସେ ଯେତବେେଳେ ପହନ୍ଚିଲେ, ସମାନେେ ତାହାଙ୍କୁ ଉପର କଠାେରୀକୁ ନଇେ ଗଲେ। ପିତରଙ୍କ ଚ଼ାରିପାଖେ ବିଧବାମାନେ ଠିଆ ହାଇେ କାନ୍ଦୁଥିଲେ। ଟାବୀଥା ସମାନଙ୍କେ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସଗେୁଡ଼ିକ ସମାନେେ ପିତରଙ୍କୁ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ । ସେ ଆସନ୍ତେ, ସେମାନେ ତାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବନାଇଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ପ୍ରସ୍ତୁତ ହୋଇ ସେମାନଙ୍କ ସଙ୍ଗରେ ଗଲେ। ସେଠାରେ ସେ ପହଞ୍ôଚବାକ୍ଷଣି ଲୋକମାନେ ତାଙ୍କୁ ଉପର କୋଠରୀକୁ ନେଇଗଲେ। ସେଠାରେ ବିଧବାମାନେ ତାଙ୍କୁ ଘେରିଯାଇ କାନ୍ଦି କାନ୍ଦି ଦର୍କାସ ବଞ୍ଚିଥିବା ସମୟରେ ସିଲାଇ କରିଥିବା ପୋଷାକ ଓ ଲୁଗାସବୁ ତାଙ୍କୁ ଦେଖାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସେମାନଙ୍କ ସହିତ ଗଲେ। ସେ ଯେତେବେଳେ ପହଞ୍ଚିଲେ, ସେମାନେ ତାହାଙ୍କୁ ଉପର କୋଠରିକୁ ନେଇ ଗଲେ। ପିତରଙ୍କ ଗ୍ଭରିପାଖେ ବିଧବାମାନେ ଠିଆ ହୋଇ କାନ୍ଦୁଥିଲେ। ଟାବୀଥା ସେମାନଙ୍କ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସେଗୁଡ଼ିକ ସେମାନେ ପିତରଙ୍କୁ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ । ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ತಯಾರ್ ಹೊವ್ನ್ ತೆಂಚ್ಯಾ ವಾಂಗ್ಡಾ ಗೆಲೊ ತೊ ಥೈ ಪಾವಲ್ಯಾ ತನ್ನಾ ತೆನಿ ಪೆದ್ರುಕ್ ಮ್ಹಾಳ್ಳ್ಯಾ ವೈಲ್ಯಾ ಖೊಲಿಕ್ ಬಲ್ವುನ್ ನ್ಹೆಲ್ಯಾನಿ, ಘವ್ಮರಲ್ಲಿ ಬಾಯ್ಕಾಮಾನ್ಸಾ ಸಗ್ಳ್ಯಿ ರಡಿಂಗೆತ್ ಪೆದ್ರುಕ್ಡೆ ಯೆಲಿ, ಅನಿ ದೊರ್ಕಾಸ್ ಜಿವಾನಿ ರಾತಾನಾ ಅಪ್ನಾಕ್ನಿ ತಯಾರ್ ಕರುನ್ ದಿಲ್ಲೆ ಝಗೆ ಅನಿ ಕಪ್ಡೆ ಸಗ್ಳ್ಯೆ ಪೆದ್ರುಕ್ ದಾಕ್ವುಲ್ಯಾನಿ.