Acts 9:40 — Compare Translations

7 translations compared side by side

Odia - 1840
"ପିତର କଠାେରୀ ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, ଟାବୀଥା, ଉଠ। ସେ ଆଖି ଖାଲିେଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ । ସେଥିରେ ସେ ଆଖି ମେଲା କଲେ, ଆଉ ପିତରଙ୍କୁ ଦେଖି ଉଠି ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ସମସ୍ତଙ୍କୁ କୋଠରୀରୁ ବାହାର କରିଦେଲେ ଓ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଦର୍କାସର ମୃତ ଶରୀର ଆଡ଼କୁ ଚାହିଁ କହିଲେ, “ଟବିଥା, ଉଠ!” ଦର୍କାସ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର କୋଠରି ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, “ଟାବୀଥା, ଉଠ।” ସେ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ । ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ಸಗ್ಳ್ಯಾ ಲೊಕಾಕ್ನಿ ಖೊಲಿತ್ನಾ ಭಾಯ್ರ್ ಧಾಡುನ್ ಡಿಂಬಿಯಾ ಘಾಲುನ್ ಮಾಗ್ನಿ ಕರ್‍ಲ್ಯಾನ್, ಮಾನಾ ತಬಿಥಾಚ್ಯಾ ಮಡ್ಯಾಕ್ಡೆ ಪರ್ತುನ್ “ತಬಿಥಾ, ಉಟುನ್ ಇಬೆರಾ” ಮಟ್ಲ್ಯಾನ್, ತಿನೆ ಅಪ್ಲೆ ಡೊಳೆ ಉಗಡ್ಲಿನ್, ಅನಿ ಪೆದ್ರುಕ್ ಬಗುನ್ ಉಟುನ್ ಬಸ್ಲಿ.