Acts 9:41 — Compare Translations

7 translations compared side by side

Odia - 1840
"ପିତର ତାହାଙ୍କର ହାତ ଧରି ଉେଠଇଲେ ଓ ବିଶ୍ବାସୀମାନଙ୍କୁ ଓ ବିଧବାମାନଙ୍କୁ କଠାେରୀ ମଧ୍ଯକୁ ଡାକିଲେଓ ଟାବୀଥାକୁ ଜୀବିତ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ହାତ ଦେଇ ତାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାଙ୍କୁ ଜୀବିତ ଦେଖାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ହାତ ବଢ଼ାଇ ତାଙ୍କୁ ଉଠାଇଲେ। ତା’ପରେ ସମବେତ ହୋଇଥିବା ସମସ୍ତ ବିଶ୍ୱାସୀ ଓ ବିଧବାମାନଙ୍କୁ ଡାକି ଦର୍କାସଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ତାହାଙ୍କର ହାତ ଧରି ଉଠେଇଲେ ଓ ବିଶ୍ୱାସୀମାନଙ୍କୁ ଓ ବିଧବାମାନଙ୍କୁ କୋଠରି ମଧ୍ୟକୁ ଡାକିଲେ ଓ ଟାବୀଥାକୁ ଜୀବିତ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ಹಾತ್ ಧರುನ್ ತಿಕಾ ಉಟುನ್ ಇಬೆ ರಾವ್ಕ್ ಮಜ್ಜತ್ ಕರ್‍ಲ್ಯಾನ್, ಮಾನಾ ತೆನಿ ಘವ್ಮರಲ್ಯಾ ಬಾಯ್ಕಾಮಾನ್ಸಾಕ್ನಿ, ಅನಿ ದೆವಾಚ್ಯಾ ತಾಂಡ್ಯಾಚ್ಯಾ ಲೊಕಾಕ್ನಿ ಖೊಲಿತ್ ಬಲ್ವುನ್ ತಬಿಥಾ ಝಿತ್ತಿ ಹೊಲ್ಲಿ ತೆಂಕಾ ದಾಕ್ವುಲ್ಯಾನ್.

Recommended Reading