Acts 9:42 — Compare Translations
7 translations compared side by side
Odia - 1840
"ଏହି ଖବର ଯାଫୋର ଚ଼ାରିଆଡ଼େ ବ୍ଯାପିଗଲା। ଅନକେ ଲୋକ ପ୍ରଭୁଙ୍କ ପାଖ ରେ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ଯାଫୋର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମ୍ବାଦ ଯୋପ୍ପାର ଚାରିଆଡ଼େ ବ୍ୟାପିଗଲା ଓ ଅନେକ ଲୋକ ପ୍ରଭୁଙ୍କୁ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଖବର ଯାଫୋର ଗ୍ଭରିଆଡ଼େ ବ୍ୟାପିଗଲା। ଅନେକ ଲୋକ ପ୍ରଭୁଙ୍କ ପାଖରେ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ଯାଫୋର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊಪ್ಪಾತ್ಲ್ಯಾ ಸಗ್ಳ್ಯಾಕ್ಡೆ ಹೊತ್ತ್ಯಾ ಲೊಕಾಕ್ನಿಬಿ ಹಿ ಖಬರ್ ಕಳ್ಲಿ ಹ್ಯಾ ಲೊಕಾತ್ನಿ ಲೈ ಲೊಕಾನಿ ಧನಿಯಾಚೆರ್ ವಿಶ್ವಾಸ್ ಥವ್ಲ್ಯಾನಿ.