Acts 9:43 — Compare Translations

7 translations compared side by side

Odia - 1840
"ତା'ପରେ ପିତର ଯାଫୋ ନଗର ରେ ଶିମାନେ ନାମକ ଜଣେ ଚମାର ଘ ରେ ବହୁତ ଦିନ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରଙ୍କ ସହିତ ବାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଅନେକ ଦିନ ପର୍ଯ୍ୟନ୍ତ ଯୋପ୍ପାରେ ଶିମୋନ ନାମକ ଜଣେ ଚର୍ମକାର ଘରେ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପିତର ଯାଫୋ ନଗରରେ ଶିମୋନ ନାମକ ଜଣେ ଚମାର ଘରେ ବହୁତ ଦିନ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಲೈ ದಿಸಾಂಚ್ಯಾ ಪತರ್ ಬಿ ಜೊಪ್ಪಾತ್ಲ್ಯಾ ಚಮ್ಡ್ಯಾಚೆ ಕಾಮ್ ಕರ್‍ತಲ್ಯಾ ಸಿಮಾವಾಚ್ಯಾ ಘರಾತ್ ಹೊತ್ತೊ.