Acts 9:6 — Compare Translations
7 translations compared side by side
Odia - 1840
"ଏବେ ଉଠ ଓ ନଗରକୁ ଯାଅ। ସଠାେରେ ତୁମ୍ଭକୁ କ'ଣ କରିବାକୁ ହବେ, ତାହା ତୁମ୍ଭକୁ ଜଣେ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କʼଣ କରିବାକୁ ହେବ, ତାହା କୁହାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉଠ, ସହରକୁ ଯାଅ, କ’ଣ କରିବାକୁ ହେବ, ସେଠାରେ ତୁମ୍ଭକୁ ଜଣାଇ ଦିଆଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಖರೆ ತಿಯಾ ಅತ್ತಾ ಉಟುನ್ ಶಾರಾತ್ ಜಾ, ತಿಯಾ ಕಾಯ್ ಕರುಚೆ ಮನ್ತಲೆ ಥೈತ್ಲೊ ಎಕ್ ಮಾನುಸ್ ತುಕಾ ಸಾಂಗ್ತಾ” ಮಟ್ಲ್ಯಾನ್.