Acts 9:8 — Compare Translations

7 translations compared side by side

Odia - 1840
"ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖିପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମସକେକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାଙ୍କ ହାତ ଧରି ତାଙ୍କୁ ଦାମାସ୍କସ୍କୁ ଘେନିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାଉଲ ଉଠି ଆଖି ଖୋଲିଲେ, କିନ୍ତୁ ତାଙ୍କୁ କିଛି ଦେଖାଗଲା ନାହିଁ। ତେଣୁ ସେମାନେ ତାଙ୍କ ହାତ ଧରି ଦାମାସ୍କସ୍ ପର୍ଯ୍ୟନ୍ତ ବାଟ କଢ଼ାଇ ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖି ପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମେସକକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಲ್ತಿ ಪಡಲ್ಯಾಕ್ನಾ ಸಾವ್ಲಾನ್ ಉಟುನ್ ಡೊಳೆ ಉಗಡ್ಲ್ಯಾನ್, ಖರೆ ತೆಕಾ ಕಾಯ್ಬಿ ದಿಸಿನಸಿ ತನ್ನಾ ತೆಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಲೊಕಾನಿ ತೆಕಾ ಹಾತಿಕ್ ಧರುನ್ ಧಮಸ್ಕಾಕ್ ನ್ಹೆಲ್ಯಾನಿ.