Amos 1:10 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ସୋରର ଅଟ୍ଟାଳିକା ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ସୋରର ଉଚ୍ଚ ଅଟ୍ଟାଳିକାଗୁଡିକୁ ଧ୍ବଂସ କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ସୋରର ଅଟ୍ଟାଳିକା ନିକଟକୁ ଅଗ୍ନି ପ୍ରେରଣ କରିବା। ସେହି ଅଗ୍ନି ସୋରର ଉଚ୍ଚ ଅଟ୍ଟାଳିକାଗୁଡ଼ିକୁ ଧ୍ୱଂସ କରିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”