Amos 1:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ ରେ ଲିପ୍ତ ଥିଲେ। ସମାନେେ ମଧ୍ଯ ସମାନଙ୍କେର ଭାଇମାନଙ୍କୁ ଖଡ୍ଗଧରି ଗୋଡାଇଲେ। ଏବଂ ଟିକିଏ ହେଲେ ଦୟା ଦଖାଇେ ନଥିଲେ। ଇଦୋମ ନିଜର କୋରଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କୋର୍ଧ ବନ୍ଦ କଲେ ନାହିଁ। ଇଶ୍ରାୟେଲୀୟମାଙ୍କୁ ସମାନେେ ବନ୍ଯପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେ ଖଡ଼୍‍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଦୋମର ଲୋକମାନଙ୍କ ପାଇଁ ଶାସ୍ତି ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧରେ ଲିପ୍ତ ଥିଲେ। ସେମାନେ ମଧ୍ୟ ସେମାନଙ୍କର ଭାଇମାନଙ୍କୁ ‌‌ଖ‌ଡ଼୍‌ଗଧରି ଗୋଡ଼ାଇଲେ। ଏବଂ ଟିକିଏ ହେଲେ ଦୟା ଦେଖାଇ ନ ଥିଲେ। ଇଦୋମ ନିଜର କ୍ରୋଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କ୍ରୋଧ ବନ୍ଦ କଲେ ନାହିଁ। ଇସ୍ରାଏଲୀୟମାନଙ୍କୁ ସେମାନେ ବନ୍ୟପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।