Amos 1:12 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ତୈମନ୍ ଉପ ରେ ଅଗ୍ନି ବୃଷ୍ଟି କରିବା। ସହେି ଅଗ୍ନି ବର୍ଷାର ଉଚ୍ଚ ଅଟ୍ଟାଳିକା ଧ୍ବଂସ କରି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସକଳ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ତୈମନ୍ ଉପରେ ଅଗ୍ନି ବୃଷ୍ଟି କରିବା। ସେହି ଅଗ୍ନି ବର୍ଷାର ଉଚ୍ଚ ଅଟ୍ଟାଳିକା ଧ୍ୱଂସ କରି ପକାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”