Amos 1:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଅମ୍ମାନରେ ଲୋକମାନଙ୍କୁ ଦଣ୍ତ ଦବୋ, ଯେଉଁମାନେ ଅନକେ ଅପରାଧ କରିଛନ୍ତି, କାହିଁକି? କାରଣ ସମାନେେ ଗିଲିଯଦ ରେ ଗର୍ଭବତୀ ନାରୀମାନଙ୍କୁ ହତ୍ଯା କରିଅଛନ୍ତି। ଅମ୍ମାନରେ ଲୋକମାନେ ଏହିପରି କାର୍ୟ୍ଯ କଲେ, ଯଟରେୁ ସମାନଙ୍କେର ସୀମା ଅଧିକ ଜାଗା ବଢାଇବାକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କରଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅମୋନର ଅଧିବାସୀଙ୍କ ପାଇଁ ଦଣ୍ତ ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଅମ୍ମୋନର ଲୋକମାନଙ୍କୁ ଦଣ୍ତ ଦେବା, ଯେଉଁମାନେ ଅନେକ ଅପରାଧ କରିଛନ୍ତି, କାରଣ ସେମାନେ ଗିଲିୟଦରେ ଗର୍ଭବତୀ ନାରୀମାନଙ୍କୁ ହତ୍ୟା କରିଅଛନ୍ତି। ଅମ୍ମୋନର ଲୋକମାନେ ଏହିପରି କାର୍ଯ୍ୟ କଲେ, ଯେଟରୁ ସେମାନଙ୍କର ସୀମା ଅଧିକ ଜାଗା ବଢ଼ାଇବାକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।