Amos 1:14 — Compare Translations
5 translations compared side by side
Odia - 1840
"କିନ୍ତୁ ଆମ୍ଭେ ରଦ୍ଦାର ପ୍ରାଚୀର ଉପ ରେ ଅଗ୍ନି ପକାଇବା ଏବଂ ଏହା ସଠାେକାର ସମସ୍ତ ପ୍ରାସାଦ ଓ ସହେି ଅଗ୍ନି ଦେଶକୁ ଧ୍ବଂସ କରିଦବେ ଏବଂ ସଠାେ ରେ ୟୁଦ୍ଧ ବିଭୀଷିକା ଘୂର୍ଣ୍ଣିବାଯୁ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ଵଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ତ ତୋଫାନ ସହିତ ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ପକାଇବା ଏବଂ ଏହା ସେଠାକାର ସମସ୍ତ ପ୍ରାସାଦ ଓ ସେହି ଅଗ୍ନି ଦେଶକୁ ଧ୍ୱଂସ କରିଦେବ ଏବଂ ସେଠାରେ ଯୁଦ୍ଧ ବିଭୀଷିକା ଘୂର୍ଣ୍ଣିବାୟୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।