Amos 1:15 — Compare Translations

5 translations compared side by side

Odia - 1840
"ତା'ପ ରେ ସମାନଙ୍କେର ରାଜା ଓ ପ୍ରାଚୀନମାନେ ଏବଂ ସମାନେେ ସମସ୍ତେ ନିର୍ବାସିତ ହବେେ। ସଦାପ୍ରଭୁ ଏହି ବାକ୍ଯ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ; ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନଙ୍କର ରାଜା ଓ ପ୍ରାଚୀନମାନେ ଏବଂ ସେମାନେ ସମସ୍ତେ ନିର୍ବାସିତ ହେବେ।” ସଦାପ୍ରଭୁ ଏହି ବାକ୍ୟ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ।” ଏହା ସଦାପ୍ରଭୁ କହନ୍ତି।