Amos 1:2 — Compare Translations

5 translations compared side by side

Odia - 1840
"ଆ ମଷେ କହିଲେ: ସିୟୋନ ରେ ସଦାପ୍ରଭୁ ସିଂହ ପରି ଗର୍ଜ୍ଜନ କରିବେ। ତାଙ୍କର ଉଚ୍ଚସ୍ବର ୟିରୁଶାଲମରେୁ ଗର୍ଜି ଉଠିବ। ଫଳ ରେ, ସବୁଜ ଗ୍ଭରଣ ଭୂମି ମଳିନ ଦଖାୟିବେ ଏବଂ ଶୁଖିୟିବ। ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କହିଲେ, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି-ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମ ପାଇଁ ଦଣ୍ତ ଆମୋଷ କହିଲେ: “ସିୟୋନରେ ସଦାପ୍ରଭୁ ସିଂହ ପରି ଗର୍ଜନ କରିବେ। ତାଙ୍କର ଉଚ୍ଚସ୍ୱର ଯିରୁଶାଲମରୁ ଗର୍ଜି ଉଠିବ। ଫଳରେ, ସବୁଜ ଗ୍ଭରଣଭୂମି ମଳିନ ଦେଖାଯିବ ଏବଂ ଶୁଖିଯିବ। ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”