Amos 1:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି କଥା କହନ୍ତି: ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ୟ୍ଯ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଦଣ୍ତ ଦବୋ। କାରଣ ସମାନେେ ଶସ୍ଯ ଦଳନ ଲୌହ ୟନ୍ତ୍ର ରେ ଗିଲିଯଦର ଲୋକମାନଙ୍କୁ ଦଳନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦାମାସ୍କସ୍ର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ-ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି କଥା କହନ୍ତି: “ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ଯ୍ୟ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସେମାନଙ୍କୁ ଦଣ୍ତ ଦେବା। କାରଣ ସେମାନେ ଶସ୍ୟ ଦଳନ ଲୌହ ଯନ୍ତ୍ରରେ ଗିଲିୟଦର ଲୋକମାନଙ୍କୁ ଦଳନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;