Amos 1:4 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ହସାଯଲଙ୍କେ ଗୃହ ନିକଟକୁ ଅଗ୍ନି ପ୍ ରରଣେ କରିବା। ଏବଂ ସହେି ଅଗ୍ନି ବିନହଦଦଙ୍କ ବିରାଟ ଅଟ୍ଟାଳିକାକୁ ଧ୍ବଂସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ହସାୟେଲ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସକଳ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ହସାୟେଲଙ୍କ ଗୃହ ନିକଟକୁ ଅଗ୍ନି ପ୍ରେରଣ କରିବା। ଏବଂ ସେହି ଅଗ୍ନି ବିନହଦଦଙ୍କ ବିରାଟ ଅଟ୍ଟାଳିକାକୁ ଧ୍ୱଂସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।