Amos 1:5 — Compare Translations

5 translations compared side by side

Odia - 1840
"ଆମ୍ଭେ ମଧ୍ଯ ଦମ୍ମେଶକର ସମସ୍ତ ଫାଟକକୁ ଭାଙ୍ଗି ଦବୋ। ଆବନର ଉପତ୍ୟକାର ସିଂହାସନ ଉପ ରେ ବସିଥିବା ବ୍ଯକ୍ତିକୁ ବିତାଡିତ କରିବା। ଏଦନ ବଂଶରୁ ସମସ୍ତ କ୍ଷମତାର ସଙ୍କତକେୁ ମଧ୍ଯ ନିଶ୍ଚିହ୍ନ କରି ଦବେି। ଆଉ ମଧ୍ଯ ଅରାମର ଲୋକମାନେ ପରାଜିତ ହବେେ ଓ କୀରକୁ ଯିବେ। ସଦାପ୍ରଭୁ ଏହାହିଁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଦାମାସ୍କସ୍ର ଅର୍ଗଳ ଭାଙ୍ଗି ପକାଇବା ଓ ଆବନର୍ ଉପତ୍ୟକାରୁ ନିବାସକାରୀକି ଓ ଏଦନ-ବଂଶରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ମଧ୍ୟ ଦମ୍ମେଶକର ସମସ୍ତ ଫାଟକକୁ ଭାଙ୍ଗି ଦେବା। ଆବନର ଉପତ୍ୟକାର ସିଂହାସନ ଉପରେ ବସିଥିବା ବ୍ୟକ୍ତିକୁ ବିତାଡ଼ିତ କରିବା। ଏଦନ ବଂଶରୁ ସମସ୍ତ କ୍ଷମତାର ସଙ୍କେତକୁ ମଧ୍ୟ ନିଶ୍ଚିହ୍ନ କରି ଦେବି। ଆଉ ମଧ୍ୟ ଅରାମର ଲୋକମାନେ ପରାଜିତ ହେବେ ଓ କୀରକୁ ଯିବେ।” ସଦାପ୍ରଭୁ ଏହା ହିଁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”