Amos 1:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହାହିଁ କହନ୍ତି: ଘସାର ଲୋକମାନଙ୍କୁ ଆମ୍ଭେ ସମାନଙ୍କେର ବହୁ ଅପରାଧ ପାଇଁ ନିଶ୍ଚଯ ଦଣ୍ତ ଦବେି, କାରଣ ସମାନେେ ସମଗ୍ର ଜାତିମାନଙ୍କୁ ନଇୟୋଇ ଇଦୋମକୁ କ୍ରୀତଦାସରୂପେ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଫିଲିଷ୍ଟାଇନ୍ ପାଇଁ ଦଣ୍ତ ସଦାପ୍ରଭୁ ଏହା ହିଁ କହନ୍ତି: “ଘସାର ଲୋକମାନଙ୍କୁ ଆମ୍ଭେ ସେମାନଙ୍କର ବହୁ ଅପରାଧ ପାଇଁ ନିଶ୍ଚୟ ଦଣ୍ତ ଦେବା, କାରଣ ସେମାନେ ସମଗ୍ର ଜାତିମାନଙ୍କୁ ନେଇଯାଇ ଇଦୋମକୁ କ୍ରୀତଦାସରୂପେ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ।